ବ୍ଲକସ୍ତରୀୟ ମାନସିକ ସ୍ଵାସ୍ଥ୍ୟ ସମ୍ପର୍କିତ କର୍ମଶାଳା

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଶନିବାର ବ୍ଲକସ୍ତରୀୟ ମାନସିକ ସ୍ଵାସ୍ଥ୍ୟ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବେସିକ୍ ନିଡସ୍ ଇଣ୍ଡିଆ ଓ ଜିଲ୍ଲା ସ୍ବାସ୍ଥ୍ୟ ସମିତି ସହଯୋଗରେ ସୋନପୁରର ରେଆର ସଂଗଠନ ଦ୍ଵାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes