ବ୍ଲକ ସ୍ତରୀୟ ଦକ୍ଷତା ବିକାଶ ପରାମର୍ଶ ଶିବିର

ଓଡିଶା ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଦ୍ଵାରା ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ଦକ୍ଷତା ବିକାଶ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ନିଯୁକ୍ତି ଅଧିକାରୀ ସଞ୍ଜୁକୁମାରୀ ସାହୁ ମୁଖ୍ୟ ପରାମର୍ଶଦାତା ଭାବରେ ଯୋଗଦେଇ ଶିକ୍ଷିତ ବେକାର ଯୁବକ ଓ ଯୁବତୀ ମାନେ ବିଭିନ୍ନ ସରକାରୀ ଓ ବେସରକାରୀ ତାଲିମ କେନ୍ଦ୍ରରେ ତାଲିମ ଗ୍ରହଣ ପରେ କର୍ମ ସଂସ୍ଥାନ ପାଇ ପାରିବେ ବୋଲି ପ୍ରକାଶ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes