ବ୍ଲକ ସ୍ତରୀୟ ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ନେଟୱର୍କିଙ୍ଗ କର୍ମଶାଳା ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ରେଆର ସୋନପୁର ଦ୍ୱାରା ବେଶିକ ନୀଡ଼ସ ଇଣ୍ଡିଆ ବାଙ୍ଗାଲୋର ସହାୟତାରେ ବ୍ଲକ ସ୍ତରୀୟ ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ନେଟୱର୍କିଙ୍ଗ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି l

ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ସଭ୍ୟ ବିରାମହରାଜପୁର-୧ ଲବ କୁମାର ସାହୁ, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ମେଡିକାଲ ଅଫିସର (ଆୟୁଷ )ପ୍ରଣବ କୁମାର ମହାପାତ୍ର,ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଞ୍ଜୁଲତା ମିଶ୍ର, ବେସିକି ନୀଡ଼ଡ୍ସ ଇଣ୍ଡିଆ ରାଜ୍ୟ ସଂଜଯକ ରାଜୀବ କର୍ମୀ,ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ରମେଶ ଚନ୍ଦ୍ର ସ୍ୱାଇଁ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes