ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକର ଅର୍ଜାବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟମେଳା ଅନୁଷ୍ଠିତ ହୋଇଯାଇଛି।
କୁନ୍ତରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡା. ଉଶ୍ବର ମୁଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ କୁଚିଣ୍ଡା ବିଧାୟକ କିଶୋର ଚନ୍ଦ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗବଦେଇଥିଲେ।
ମେଳାରେ ବିଭିନ୍ନ ପଞ୍ଚାୟତର ୭୨୦ ରୋଗୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ମାଗଣା ଔଷଧ ଦିଆଯାଇଥିଲା।