ବ୍ଲକ ସ୍ତରୀୟ ସ୍ବାସ୍ଥ୍ୟ ମେଳା ଅନୁଷ୍ଠିତ

ମୟୁରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ଶୀର୍ଷା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବ୍ଲକ ସ୍ତରୀୟ ସ୍ବାସ୍ଥ୍ୟ ସେବା ଅନୁଷ୍ଠିତ ହୋଇଛି ।

ଏଥିରେ ସାରସ କଣା ବିଧାୟକ ବୁଢ଼ାନ ମୁର୍ମୁ, ବିଡ଼ିଓ ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ରହିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes