ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଅନୁଷ୍ଠିତ

ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ଖଇରା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମଧ୍ୟାହ୍ନରେ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଅନୁଷ୍ଠିତ ହୋଇଛି ।

ଏଥିରେ ମୁଖ୍ୟ ଅତିଥି ଭାବେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ଉପସ୍ଥିତ ରହି ଏହାକୁ ଉଦଘାଟନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes