ବ୍ଲକ ସ୍ୱାସ୍ଥ୍ୟମେଳା ଉଦଘାଟନ କଲେ ଅପରାଜିତା

ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ଜୟଦେବ ନିର୍ବାଚନ ମଣ୍ଡଳୀ ବାଲିଅନ୍ତା ବ୍ଲକରେ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଉଦଘାଟନ କରିଛନ୍ତି l

ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଜନ ସାଧାରଣ ଉପକୃତ ହେବେ ଏହି ଅବସରରେ ସାଂସଦ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ବିଭାଗୀୟ ମନ୍ତ୍ରୀ ଏବଂ ଅଧିକାରୀଙ୍କୁ ଧନ୍ୟବାଦ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes