ଆଜି ବରଗଡ଼ ଜିଲ୍ଲା ସୋହେଲା ବ୍ଳକ ଅନ୍ତର୍ଗତ ଛୁରିଆପାଲି ଗ୍ରାମର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ବ୍ଳକ ସ୍ତରୀୟ ଶିଶୁ ସୁରଭି ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।
ମୁଖ୍ୟ ଅତିଥି ଭାବେ ଭଟଲି ବିଧାୟକ ଶ୍ରୀ ସୁଶାନ୍ତ ସିଂ ଯୋଗ ଦେଇଛନ୍ତି।
Credible Local News of Odisha