ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଂଚଳ ହାଟ ବାଦଡାରେ ପଶ୍ଚିମବଙ୍ଗରୁ ଆସିଥିବା ୨ ବ୍ୟବସାୟୀଙ୍କ ଉପରେ ଗୁଳିମାଡ଼ କରି ୨୦ ଲକ୍ଷ ଟଙ୍କା ଲୁଟ୍ ହୋଇଛି।
ଗୁଳିମାଡ଼ରେ ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ୪ଜଣ ଦୁର୍ବୃତ୍ତ ୩ ରାଉଣ୍ଡ ଗୁଳିମାଡ଼ କରି ଫେରାର ହୋଇଯାଇଥିବା ସୂଚନା ମିଳିଛି।
Credible Local News of Odisha