ବ୍ୟାସକବିଙ୍କ ଶ୍ରାଦ୍ଧ ଦିବସ

ବ୍ୟାସକବିଙ୍କ ଶ୍ରାଦ୍ଧ ଦିବସ ସଂକ୍ରାନ୍ତି ପୁରୁଷ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଶ୍ରାଦ୍ଧ ଦିବସ ଉତ୍କଳ ସମ୍ମିଳନୀ ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ପକ୍ଷରୁ ସଭାପତି ଦିଲ୍ଲୀପ ଦାଶଶର୍ମାଙ୍କ ଅଧ୍ୟକ୍ଷତାରେ ପାଳିତ ହେଇଯାଇଛି l

ଏହି ଅବସରରେ ବହୁ ବିଶିଷ୍ଟ ଲୋକ ବାଣୀବିହାର ସମ୍ମୁଖ କବିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes