ଭଦ୍ରକ ନିକଟରେ ଜନଶତାବ୍ଦୀ ଏକ୍ସପ୍ରେସ ଲାଇନଚ୍ୟୁତ,ଯାତ୍ରୀ ସୁରକ୍ଷିତ

ଆଜି ସନ୍ଧ୍ୟାରେ ହାଓଡାରୁ ଭୁବନେଶ୍ୱର ଆସୁଥିବା ବେଳେ ଭଦ୍ରକ ଷ୍ଟେସନ ପୂର୍ବରୁ ଡଗରାସାହି ଲେଭଲକ୍ରସିଂ ନିକଟରେ ଜନଶତାବ୍ଦୀ ଏକ୍ସପ୍ରେସର ଗୋଟିଏ ବଗି ଲାଇନଚ୍ୟୁତ ହୋଇଥିବାର ଖବର ମିଳିଛି ଲ
ତେବେ ଟ୍ରେନର ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes