ଭାରତ ଜ୍ୟୋତି ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ

ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଉପଖଣ୍ଡ ଉଦଳାସ୍ଥିତ ଭାରତ ଜ୍ୟୋତି ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।

ମୁଖ୍ୟ ଅତିଥି ଭାବେ ପୋୖରାଧ୍ୟକ୍ଷା ପ୍ରମିଳା ପଣ୍ଡା ଯୋଗ ଦେଇଥିଲେ।ପିଲାଙ୍କୁ ଦକ୍ଷତା ଓ ଆତ୍ମ ବିଶ୍ୱାସ ବଢାଇବା ନେଇ ଉପଦେଶ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes