ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୫ ଗୁରୁତର

କୋରାପୁଟ ଜିଲ୍ଲା ଲମତାପୁଟରୁ ବୈପାରିଗୁଡ଼ା ଯିବାବେଳେ କଟା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି।

ସମସ୍ତଙ୍କୁ ଜୟପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes