ଭାରସାମ୍ୟ ହରାଇ ଓଲଟିଲା ଟ୍ରକ୍, ୨୫ ଆହତ

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥର ବଡଝରା ଗାଁ ନୂଆସାହି ନିକଟରେ ରାସ୍ତା କଡ଼କୁ ଓଲଟିଲା ଶ୍ରମିକ ବୋଝେଇ ଟ୍ରକ୍‌ ।

ଏଥିରେ ୨୫ ଜଣ ଆହତ ହୋଇଛନ୍ତି। ୨୦ ଆହତଙ୍କୁ କାମାକ୍ଷାନଗର ଓ ୫ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes