ଭାରସାମ୍ୟ ହରାଇ ଘାଟିରେ ପିଟିହେଲା ବସ୍‌; ୨୦ ଆହତ

ମୟୂରଭଞ୍ଜ ଜିଲ୍ଲା ୪୯ନଂ ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରେ ଦୁର୍ଘଟଣା ଘଟିଛି।

ଏକ ବଡ଼ ପଥରରେ ବସ୍‌ ପିଟି ହୋଇଛି।ଡ୍ରାଇଭର ଗୁରୁତର ଅଛି। ବସ୍‌ଟି ରାଉରକେଲାରୁ ମୁର୍ସିଦାବାଦ ଯିବା ବେଳେ ଦୁର୍ଘଟଣା ଘଟିଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes