ଭାରସାମ୍ୟ ହରାଇ ପିକଅପ ଦୁର୍ଘଟଣା, ଚାଳକ ଗୁରୁତର

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନ ଅନ୍ତର୍ଗତ ବଲାଙ୍ଗୀର- ଖୋର୍ଦ୍ଧା ୫୭ ନମ୍ବର ଜାତୀୟ ରାଜପଥ ଯୁବରାଜପୁର ଛକ ନିକଟରେ ଆଜି ଏକ ପିକଅପ ଭେନ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣା ଘଟିଥିଲା।‌

ଏଥରେ ଚାଳକ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସା ହେଉଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes