ଖୋର୍ଦ୍ଧା- ବଲାଙ୍ଗୀର ୫୭ ନଂମ୍ବର ଜାତୀୟ ରାଜପଥ ବୌଦ୍ଧ ଜିଲ୍ଲା ଖୁଣ୍ଟବନ୍ଧ ପଞ୍ଚାୟତ ଅନ୍ତର୍ଗତ ମଧପୁର ଛକ ନିକଟରେ ଆଜି ସକାଳୁ ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା ଘଟିଥିଲା।
ଏଥିରେ ଜଣେ ଗୁରୁତର ଅବସ୍ଥାରେ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି।
Credible Local News of Odisha