ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା , ଜଣେ ଗୁରୁତର

ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ପଲସାଗୋରା ହାଇସ୍କୁଲ ଛକ ନିକଟରେ ଆଜି ଅଜଣା ବାଇକ୍ ଆରୋହୀ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିଲା ଫଳରେ ସ୍ଥାନୀୟ ଲୋକେ ଗୁରୁତର ବାଇକ ଆରୋହୀଙ୍କୁ ଉଦ୍ଧାର କରି ସୋନପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes