ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଟ୍ରକ, ଡ୍ରାଇଭର ମୃତ

କଟକ ଜିଲ୍ଲା ଆଠଗଡ଼ ନୂଆଆଙ୍କୁଲା ଛକ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା ଘଟିଛି।

ଗୁରୁତର ହେଲପରଙ୍କୁ କଟକ ଏସ୍‌ସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes