ଅନୁଗୁଳ ଜିଲ୍ଲା ଖମାର ଥାନା ଅନ୍ତର୍ଗତ ମୁଚୁରିଗାଡିଆ ଗ୍ରାମର ଗୋପାଳ ମୁଣ୍ଡା ନାମକ ଜଣେ ଯୁବକ ଆଜି ସିଡିଙ୍ଗି ଜଙ୍ଗଲକୁ କେନ୍ଦୁପତ୍ର ସଂଗ୍ରହ କରିବାକୁ ଯାଇଥିବାବେଳେ ଭାଲୁ ଆକ୍ରମଣ କରିବାରୁ ଗୁରୁତର ଆହତ ହୋଇଥିବାରୁ ତାଙ୍କୁ ସ୍ଥାନୀୟ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ଜଣାପଡିଛି।
Credible Local News of Odisha