ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡକଲ୍ ଡେପୁଟି ମ୍ୟାନେଜର ଗୟା ସାଁନ୍ତରାଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି।
ଭୁବନେଶ୍ୱର, କୋରାପୁଟ, ରାୟଗଡ଼ା, ନୟାଗଡ଼ରେ ରେଡ୍ ଚାଲିଛି।ଗୟା ଇଡ୍କଲ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର।
Credible Local News of Odisha