ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି ନନ୍ଦୀ କିଶୋର ନାଥ

ରାଉରକେଲା ଆରଡବ୍ଲୁ ଡିଭିଜନ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ୍ କନିଷ୍ଠ କିରାଣି ନନ୍ଦୀ ନାଥଙ୍କ ଅଫିସ୍ ସମେତ ୬ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ।

ଭୁବନେଶ୍ୱର, ବରଗଡ଼, ରାଉରକେଲା ଓ ସମ୍ବଲପୁରରେ ଚାଲିଛି ରେଡ୍।ଭୁବନେଶ୍ବର ଲକ୍ଷ୍ମୀସାଗର ସାଇକୃପା ଏନକ୍ଲେଭରେ ଥିବା ୧୦୫ ନମ୍ବର ପ୍ଲଟ୍‌ରେ ଚାଲିଛି ଛାପା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes