ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଉଦଳା ଆରଡବ୍ଲୁଏସ୍ଏସ ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସ ଚଢ଼ାଉ କରିଛି।
ରବିଙ୍କ ଘର, ଭୁବନେଶ୍ୱରରେ ୪ଟି ସ୍ଥାନ ସମେତ ମୋଟ ୬ଟି ସ୍ଥାନରେ ଚଢାଉ ଚାଲିଛି।
Credible Local News of Odisha