ଭୀମ ଭୋଇ ଭିନ୍ନକ୍ଷମ ଶିବିର ପାଇଁ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର

ସୋନପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଆସନ୍ତା ଆଠ ତାରିଖରେ ଦିନ ସରକାରଙ୍କ ପକ୍ଷରୁ ବ୍ଳକ ସ୍ତରୀୟ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ପାଇଁ ଡାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର ପ୍ରସାର କରୁଥିବା ଦେଖିବାକୁ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes