ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୁଡ଼ ଓଡ଼ିଶା ଆସିଛନ୍ତି।

ଆଜି ସେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଆସନ୍ତାକାଲି କଟକର ଏକ କାର୍ଯ୍ୟକ୍ରମରେ ଯୋଗଦେବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes