ଭୁବନେଶ୍ବରରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଥିବା ବେଳେ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗରେ ଆଲୋଚନା ହେବ।

ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ପ୍ରଭାରୀ ଡି. ପୁରୁନ୍ଦେଶ୍ବରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ବେଶ୍ବର ଟୁଡୁ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes