ଭୁବନେଶ୍ବରରେ ମହିଳା କଂଗ୍ରେସ-ପୁଲିସ ଧସ୍ତାଧସ୍ତି

ନବୀନ ନିବାସ ଯାଉଥିବା ମହିଳା କଂଗ୍ରେସ କର୍ମୀଙ୍କୁ ପୁଲିସ ଅଟକାଇଥିଲା।

ପୁଲିସ ବ୍ୟାରିକେଡ ଡେଇଁ ଆଗକୁ ଯିବାକୁ କଂଗ୍ରେସ କର୍ମୀ ଉଦ୍ୟମ କରିବା ବେଳେ ପୁଲିସ ସହ ଧସ୍ତାଧସ୍ତି ହୋଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes