ଭୁବନେଶ୍ବରରେ ସହିଦ ଓଡ଼ିଆ ଯବାନଙ୍କ ପାର୍ଥିବ ଶରୀର

ଜାମ୍ମୁ କାଶ୍ମୀର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ଅଣାଯାଇଛି ।

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମର ଶରୀରକୁ ଶେଷ ଦର୍ଶନ କରିଛନ୍ତି ଦେବାଶିଷଙ୍କ ପତ୍ନୀ ସୁଶ୍ରୀ ସଙ୍ଗୀତା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes