ଭୁବନେଶ୍ବର ଏୟାରପୋର୍ଟରୁ ସିଧା ନବୀନ ନିବାସ ଗଲେ ନୀତିଶ

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ଭୁବନେଶ୍ବରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ପାଇଁ ନବୀନ ନିବାସ ଯାଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes