ଭୁବନେଶ୍ବର ରାଜଧାନୀ କଲେଜରୁ ୬ ଜଣ ନକଲି ଭିନ୍ନକ୍ଷମ ଛାତ୍ର ଚିହ୍ନଟ ପରେ ଖଣ୍ଡଗିରି ଥାନାରେ ଲିଖିତ ଏତଲା ଦେଇଛନ୍ତି କଲେଜ ଅଧ୍ୟକ୍ଷ।
କଟକ, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଦ୍ବାରା ନକଲି ଚିହ୍ନଟ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ଏହା ପୂର୍ବରୁ ବିଜେବିରେ ନକଲି ଭିନ୍ନକ୍ଷମ ଛାତ୍ର ଚିହ୍ନଟ ହୋଇଥିଲେ।