ଭୁବନେଶ୍ୱରରୁ ରାଉରକେଲାକୁ ଉଡ଼ିଲା ବିମାନ

ଆଜିଠୁ ଭୁବନେଶ୍ୱରରୁ ରାଉରକେଲାକୁ ବିମାନ ସେବା ଆରମ୍ଭ ହୋଇଛି।

ଭିସିରେ ଉଦଘାଟନ କରିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes