ଭୁବନେଶ୍ୱରରେ ଆଉ ସାତ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ସାତ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 4 ଜଣ ସୁସ୍ଥ ହୋଇଛନ୍ତି l ରାଜଧାନୀରେ ଏବେ 66 ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes