ଭୁବନେଶ୍ୱରରେ ଆଉ 15 କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ 15 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 9 ଜଣ ସୁସ୍ଥ ହୋଇଛନ୍ତି l ଏବେ ରାଜଧାନୀରେ 222 ଜଣ ସକ୍ରିୟ ରୋଗୀ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes