ଭୁବନେଶ୍ୱରରେ ଆଉ 23 କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ 23 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 6 ଜଣ ସୁସ୍ଥ ହୋଇଛନ୍ତି l ଏବେ ରାଜଧାନୀରେ ମୋଟ 216 ଜଣ ସକ୍ରିୟ ରୋଗୀ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes