ଭୁବନେଶ୍ୱରରେ ଆଉ 26 କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ 26 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 4 ଜଣ ସୁସ୍ଥ ହୋଇଛନ୍ତି l. ଏବେ ରାଜଧାନୀରେ ମୋଟ 199 ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes