ଭୁବନେଶ୍ୱରରେ ଏବେ ଅଛନ୍ତି 64 କରୋନା ପଜିଟିଭ

ଗତ 24 ଘଣ୍ଟାରେ ଭୁବନେଶ୍ୱରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି l ଏବେ ରାଜଧାନୀରେ ମୋଟ 64 ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes