ଭୁବନେଶ୍ୱରରେ ଏବେ ଅଛନ୍ତି 68 କରୋନା ପଜିଟିଭ

ଗତ 24 ଘଣ୍ଟାରେ ଭୁବନେଶ୍ୱରରେ 4 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 3 ଜଣ ସୁସ୍ଥ ହୋଇଛନ୍ତି l ଏବେ ରାଜଧାନୀରେ ମୋଟ 68 ଜଣ କରୋନା ପଜିଟିଭ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes