ଭୁବନେଶ୍ୱରରେ ଏବେ 107 ସକ୍ରିୟ କରୋନା ଆକ୍ରାନ୍ତ

ଗତ 24 ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ 3 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି l ଏବେ ରାଜଧାନୀରେ ମୋଟ 107 ଜଣ ପଜିଟିଭ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes