ଭୁବନେଶ୍ୱରରେ ଏବେ 112 ଜଣ ସକ୍ରିୟ କରୋନା ଆକ୍ରାନ୍ତ

ଗତ 24 ଘଣ୍ଟାରେ ଭୁବନେଶ୍ୱରରେ 4 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 9 ଜଣ ସୁସ୍ଥ ହୋଇଛନ୍ତି l ଏବେ ରାଜଧାନୀରେ 112 ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes