ଭୁବନେଶ୍ୱରରେ ଡେଲଏଟ କେନ୍ଦ୍ର ଉଦ୍ଘାଟିତ

ଆଜି ଭୁବନେଶ୍ୱରରେ ବହୁରାଷ୍ଟ୍ରୀୟ କମ୍ପାନୀ ଡେଲଏଟର ଓଡିଶା ଶାଖା କାର୍ଯ୍ୟାଳୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି ।

ସତ୍ୟନଗରସ୍ଥିତ ୧୨ ତାଲା ବିଶିଷ୍ଟ ICOMC ଇଣ୍ଟେଲିଜେଣ୍ଟ ସିଟି ଅପରେସନ ମ୍ୟାନେଜମେଣ୍ଟ ସେଣ୍ଟର କୋଠାର ୬ରୁ ୧୦ତାଲା ପର୍ଯ୍ୟନ୍ତ ୫ଟି ମହଲାରେ ଏହି କାର୍ଯ୍ୟାଳୟ ଖୋଲିଛି। ସ୍ମାର୍ଟସିଟି ଲିମିଟେଡ୍ ଅଫିସ୍ ମଧ୍ୟ ୨ଟି ବିଲଡିଂରେ କାର୍ଯ୍ୟାଳୟ ଖୋଲିବ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version