ଭୁବନେଶ୍ୱରରେ ଦିନକରେ 184 କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟାରେ ଭୁବନେଶ୍ୱରରେ 184 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 125 ଜଣ ସୁସ୍ଥ ହୋଇଛନ୍ତି l ଏବେ ରାଜଧାନୀରେ 582 ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes