ଭୁବନେଶ୍ୱରରେ ଦିନକରେ 191 କରୋନା ପଜିଟିଭ

ଗତ 24 ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ 191 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 239 ଜଣ ସୁସ୍ଥ ହୋଇଛନ୍ତି l ଏବେ ଭୁବନେଶ୍ୱରରେ ମୋଟ 1292 ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes