ଭୁବନେଶ୍ୱରରେ ଦିନକରେ 286 କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱରରେ ଗତ 24 ଘଣ୍ଟାରେ 286 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 209 ଜଣ ସୁସ୍ଥ ହୋଇଛନ୍ତି l ଏବେ ରାଜଧାନୀରେ ମୋଟ 921 ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes