ଭୁବନେଶ୍ୱରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ସଡ଼କ ପଥରେ ପୁରୀ ଯାଉଛନ୍ତି।

୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମମତା। ସେ ଆଜି, କାଲି ପୁରୀରେ ରହିବେ ଏବଂ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୨୩ରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟି କୋଲକାତା ଫେରିବା କାର୍ଯ୍ୟକ୍ରମ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes