ଭୁବନେଶ୍ୱରରେ ପହଞ୍ଚିଲା ନେଦରଲାଣ୍ଡ୍‌ସ ଟିମ୍

ବିଶ୍ୱକପ୍ ହକି ପାଇଁ ଆଜି ଭୁବନେଶ୍ୱରରେ ପହଞ୍ଚିଛି ନେଦରଲାଣ୍ଡ୍‌ସ ଟିମ୍।

ଏହି ଦଳ ୧୦ ତାରିଖରେ ରାଉରକେଲା ଗସ୍ତ କରି ୧୪ରେ ମ୍ୟାଚ ଖେଳିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes