ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଜି ସନ୍ଧ୍ୟାରେ ରାଇରଙ୍ଗପୁରରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି l ସେ ଏମସିଏଲ ଅତିଥି ଭବନରେ ରହିଛନ୍ତି l ବିଜେପିର ବହୁ ବରିଷ୍ଠ ନେତା ତାଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି l
ଦ୍ରୌପଦୀ ଆସନ୍ତାକାଲି ନୂଆଦିଲ୍ଲୀ ଯିବେ ଏବଂ 24 ତାରିଖରେ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାପଡିଛି l