ଭୁବନେଶ୍ୱରରେ ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବା କ୍ଷଣି ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି l ଏହାପରେ ତାଙ୍କୁ କଡା ସୁରକ୍ଷାରେ ରାଜ୍ୟ ଅତିଥି ଭବନକୁ ନିଆଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version