ଭୁବନେଶ୍ୱରରେ ପହଞ୍ଚିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି

ଆଜି କଟକ ବାରବାଟୀରେ ଭାରତ -ଦକ୍ଷିଣ ଆଫ୍ରିକା ଟି-ଟ୍ୱେଣ୍ଟି ମ୍ୟାଚ ହେବାକୁ ଥିବା ବେଳେ ମ୍ୟାଚ ଦେଖିବାକୁ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପହଞ୍ଚିଛନ୍ତି l ତାଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ଓସିଏ ସମ୍ପାଦକ ସଞ୍ଜୟ ବେହେରା ସ୍ୱାଗତ କରିଥିଲେ l

ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ସୌରଭ ଭେଟିବାର କାର୍ଯ୍ୟକ୍ରମ ରହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes