ଏଆଇସିସି ସଭାପତି ପଦ ପାଇଁ ପ୍ରତିଦ୍ବନ୍ଦ୍ୱିତା କରୁଥିବା କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡ଼ଗେ ଆଜି ନିଜ ସପକ୍ଷରେ ସମର୍ଥନ ଯୋଗାଡ଼ କରିବାକୁ ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ରାଜ୍ୟ କଂଗ୍ରେସର ବରିଷ୍ଠ ନେତା ମାନେ ଭେଟିଛନ୍ତି l
Credible Local News of Odisha