ଭୁବନେଶ୍ୱରରେ ପୁରୀ-ଜଳେଶ୍ୱର ମେମୁ ଟ୍ରେନ୍ ଶୁଭାରମ୍ଭ

କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପତାକା ହଲାଇ ଶୁଭାରମ୍ଭ କରିଥିବା ବେଳେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରହ୍ଲାଦ ଯୋଶୀ, ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ଉପସ୍ଥିତ ଥିଲେ।

ଏହି ପାସେଞ୍ଜର ଟ୍ରେନରେ ୮ଟି ବଗି ରହିବା ନେଇ ଘୋଷଣା ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes